Below header

ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୨୩ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତର କନିକା ବନ୍ଦ ରହିବ ।

୧୦ ଦିନ ଧରି ବନ୍ଦ ରହିବ ଭିତର କନିକା । ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ ବୋଲି ସୂଚନା ଦେଇଛନ୍ତି ବନଖଣ୍ଡ ଅଧିକାରୀ ବିକାଶ ରଞ୍ଜନ ଦାଶ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.