ରାଜ୍ୟ

ରାଜଧାନୀରୁ ଆଜି ୨୨୯ ଜଣ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେତେ ହେଲା ମୋଟ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର (କେନ୍ୟୁଜ୍‌) : ଭୁବନେଶ୍ୱରରୁ ଆଜି ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୩୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ଵିଟ ଯୋଗେ ସୂଚନା ଦେଇଛି ବିଏମସି। ବିଏମସି ସୂଚନା ମୁତାବକ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ପୂର୍ବ ଆକ୍ରାନ୍ତଙ୍କ ସଂପ୍ପର୍ଷରେ ଆସିଥିଲେ। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୭୬୭୦ରେ ପହଁଚିଛି। ତେବେ ଏମାନଙ୍କ ମଧ୍ୟରୁ ୧୪୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Pritiparna

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

4 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

19 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

30 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

41 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago