ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲା: ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର(କେନ୍ୟୁଜ୍): ଅର୍ଚ୍ଚନା ନାଗ ମାମଲାରେ ବଡ଼ ଖବର । ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ । ବେଲ୍‌ ଆବେଦନକୁ ଖାରଜ କଲେ ଭୁବନେଶ୍ୱର ଜେଏମଏଫସି-୩ କୋର୍ଟ । ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜା ଏତଲା ଦେଇଥିଲେ । ଅର୍ଚ୍ଚନା ତାଙ୍କୁ ବ୍ଲାକମେଲିଂ କରି ୩ କୋଟି ଟଙ୍କା ମାଗିଥିଲେ । ଏହି ମାମଲାରେ ଅକ୍ଷୟ ପରିଜାଙ୍କୁ ଦୁଇ ଦୁଇ ଥର ପଚରାଉଚରା କରିଥିଲା ଇଡି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.