ଭୁବନେଶ୍ୱର(କେନ୍ୟୁଜ): କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ସୂଚନା । ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ବେଳେ ସିକନ୍ଦରାବାଦ୍ର ଚର୍ଲାପଲ୍ଲୀ ଷ୍ଟେସନରେ ଟ୍ରେନ୍ ଭିତରେ ବୋମା ଥିବା ନେଇ ସୂଚନା ମିଳିବା ପରେ ସମସ୍ତ ଯାତ୍ରୀଙ୍କୁ ଟ୍ରେନ୍ର ବାହାରକୁ ବାହାର କରାଯାଇଛି। ପୋଲିସ, ରେଲୱେ କର୍ମଚାରୀ ସହ ବମ୍ ସ୍କ୍ୱାଡ୍ ପକ୍ଷରୁ ସମସ୍ତ ବଗିକୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଉଛି।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…