Below header

ଗତ ୨୪ ଘଣ୍ଟା ଭିତରେ ରାଜଧାନୀ ଭୁବନେଶ୍ୱରରୁ ୬୬୧ ଜଣ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେ ନ୍ୟୁଜ): ଗତ ୨୪ ଘଣ୍ଟା ଭିତରେ ରାଜଧାନୀ ଭୁବନେଶ୍ୱରରୁ ୬୬୧ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୩୫୭
ଜଣ ସୁସ୍ଥ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂଖ୍ୟା ୮୧ ହଜାର ୫୭୦କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ସଂଖ୍ୟା ୭୩ ହଜାର ୯୬୫
ଛୁଇଁଛି । ବର୍ତ୍ତମାନ ସମୟରେ ରାଜ୍ୟରେ ୭ ହଜାର ୨୨୨ ଆକ୍ଟିଭ କେଶ ଥିବା ବେଳେ ୩୬୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି । ଆଜିର ଚିହ୍ନଟଙ୍କ ମଧ୍ୟରୁ କ୍ଵାରେଣ୍ଟୀନ ସେଣ୍ଟରରୁ ୧୫୬ ଜଣ ଥିବା ବେଳେ ୧୫୬ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ଚିହ୍ନଟ ହୋଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.