ଆଜି ରାଜଧାନୀରୁ ୯୮୮ ନୂଆ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୭୭

ଭୁବନେଶ୍ୱର(କେ ନ୍ୟୁଜ):  ଆଜି ରାଜଧାନୀ ଭୁବନେଶ୍ୱରରେ ୯୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୭୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୫୯ ହଜାର ୧୬୩କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ସଂଖ୍ୟା ୪୭ ହଜାର ୪୩୫ ଛୁଇଁଛି । ଏଭିତରେ

ଭୁବନେଶ୍ୱରରେ ୨୮୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆକ୍ଟିଭ କେଶ ୧୧ ହଜାର ୪୧୮ ରହିଛି । ଆଜିର ଚିହ୍ନଟଙ୍କ ମଧ୍ୟରୁ ୧୬୬ ଜଣ କ୍ଵାରେ ଣ୍ଟାଇନରେ ଥିବା ବେଳେ ୧୬୬ ଜଣ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.