ଆସନ୍ତାକାଲି ଠୁ ଖୋଲିବ ୟୁନିଟ ୧ ହାଟ, ମିଳିଲା ଦାବି ପୁରଣ ପ୍ରତିଶ୍ରୁତି

ଆସନ୍ତାକାଲି ଠୁ ଖୋଲିବ ୟୁନିଟ ୧ ହାଟ। ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ସଭାପତି ଙ୍କ ସୂଚନା।

ଆସନ୍ତାକାଲି ଠୁ ଖୋଲିବ ୟୁନିଟ ୧ ହାଟ। ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ସଭାପତି ଙ୍କ ସୂଚନା। ପାର୍କିଂ ସମେତ ଜବରଦଖଲ ଏବଂ ବିଭିନ୍ନ ଦାବି ନେଇ ଗତ ଗୁରୁବାର ଠୁ ଆନ୍ଦୋଳନ କୁ ଓଲ୍ହାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ।

୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଆଜି ବିଏମସି ଟିମ ହାଟ ପରିଦର୍ଶନ କରିବା ପରେ ଯଥାର୍ଥ ଦାବି ଗୁଡିକ ପୁରଣ କରିବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ଦେଇଛନ୍ତି ସଂଘ ସଭାପତି। ସେହିପରି ମୁଖ୍ୟ ପାର୍କିଂ ସମସ୍ୟାକୁ ସମାଧାନ କରିବାକୁ ୨/୪   ଦିନ ସମୟ ନେବା ସହ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ରୁ ଓହରିଛି ସଂଘ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.