ରାଜ୍ୟ

ଏସଏଚଜି ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଏଣିକି ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ମିଳିବ ୫ ଲକ୍ଷ ଲୋନ୍‌

ଭୁବନେଶ୍ୱର (କେନ୍ୟୁଜ): ଏସଏଚଜି ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଏଣିକି ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ମିଳିବ ୫ ଲକ୍ଷ ଲୋନ୍‌ । ମିଶନ ଶକ୍ତି ମାଧ୍ୟମରେ ସ୍ୱୟଂ ସହାୟକ ଗୋଷ୍ଠୀକୁ ଦିଆଯାଉଥିବା ଋଣ ପରିମାଣକୁ ବୃଦ୍ଧି କରାଯାଇଛି । ପୂର୍ବରୁ ସ୍ୱୟଂ ସହାୟକ ଗୋଷ୍ଠୀକୁ ବିନା ସୁଧରେ ଦିଆଯାଉଥିଲା ୩ ଲକ୍ଷ ଟଙ୍କାର ଋଣ । ଏହାକୁ ୩ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଋଣ ରାଶିର ସୁଧକୁ ରାଜ୍ୟ ସରକାର ବହନ କରିବେ । ଏ ନେଇ ବିଧାନସଭାରେ ଘୋଷଣା କରିଛନ୍ତି ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ ।

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

13 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

15 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

56 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago