କେନ୍ଦ୍ରାପଡ଼ା(କେନ୍ୟୁଜ୍): ବିରଳ ପ୍ରଜାତିର ଏଣ୍ଡୁଅ ଉଦ୍ଧାର। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ନବରକାନ ଗାଁରୁ ଏକ ବିରଳ ପ୍ରଜାତିର ଏଣ୍ଡୁଅ ଉଦ୍ଧାର କରାଯାଇଛି। ଗାଁର ଧଡ଼ି ରାଉତଙ୍କ ବାଡିରୁ ଉଦ୍ଧାର ହୋଇଥିବା ଏହି ଏଣ୍ଡୁଅ ପ୍ରାୟ ଏକ ଫୁଟ ଲମ୍ବା ହେବ। ତାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଏଣ୍ଡୁଅଟିକୁ ନେଇ ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡିଛି।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…