ରାଜ୍ୟ

ନୂଆବର୍ଷ ପୂର୍ବରୁ ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ: ବଦଳିଲେ ୧୧ଜିଲ୍ଲାର ଏସପି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। କିଛି ଆଇପିଏସଙ୍କୁ ପଦୋନ୍ନତି ସହ ବଦଳିଛନ୍ତି ୧୧ଜିଲ୍ଲାର ଏସପି। ଜଗତସିଂହପୁର ଏସପି ଅଖିଳେଶ୍ୱର ସିଂଙ୍କୁ ପଦୋନ୍ନତି ସହ ସ୍ପେଶାଲ ଆର୍ମଡ ପୋଲିସର ଡିଆଇଜି ଭାବେ ନିଯୁକ୍ତ କରାଯାଇଛି। ଗଞ୍ଜାମ ଏସପି ବ୍ରିଜେଶ ସିଂଙ୍କୁ ଅନୁଗୋଳ ରେଞ୍ଜ ଡିଆଇଜି ଭାବେ ଓ ଭଦ୍ରକ ଏସପି ଚରଣ ସିଂ ମୀନାଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ସୁଧାଂଶୁ ଶେଖର ମିଶ୍ରଙ୍କୁ ଅନୁଗୋଳ ଏସପି ଭାବେ ବଦଳି କରାଯାଇଛି।

ସେହିପରି ରାହୁଲ ପିଆରଙ୍କୁ ଜଗତସିଂହପୁର ଏସପି , ଜଗମୋହନ ମୀନାଙ୍କୁ ଗଞ୍ଜାମ ଏସପି ଭାବେ ବଦଳି ହୋଇଛି। ଏଲ. ଦିବ୍ୟାଙ୍କୁ ଏସପି ଭିଜିଲାନ୍‌ସ, ପ୍ରତ୍ୟୁଷ ଦିବାକରଙ୍କୁ ସୁନ୍ଦରଗଡ଼ ଏସପି, ବିନୀତ ଅଗ୍ରୱାଲଙ୍କୁ ଯାଜପୁର ଏସପି ଭାବେ ବଦଳି ହୋଇଛି। ବରୁଣ ଗୁଣ୍ଟୁପାଲ୍ଲୀଙ୍କୁ ଭଦ୍ରକ ଏସପି, ସାଗରିକା ନାଥଙ୍କୁ ବାଲେଶ୍ୱର ଏସପି, ଗୁଣ୍ଡାଲା ରେଡ୍ଡୀ ଆରଙ୍କୁ ନୂଆପଡ଼ା ଏସପି ଭାବେ ନିଯୁକ୍ତି ମିଳିଛି। ସେହିପରି ଶୁଭେନ୍ଦୁ ପାତ୍ରଙ୍କୁ କନ୍ଧମାଳ ଏସପି, ଅଭିନବ ସୋଙ୍କରଙ୍କୁ କୋରାପୁଟ ଏସପି ଓ ଜ୍ଞାନରଞ୍ଜନ ମହାପାତ୍ରଙ୍କୁ ଢେଙ୍କାନାଳ ଏସପି ଭାବେ ବଦଳି କରାଯାଇଛି।

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

28 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

30 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

37 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

45 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

46 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago