ବଲାଙ୍ଗିର(କେନ୍ୟୁଜ୍):କଣ୍ଟାବାଞ୍ଜି ପୋଲିସକୁ ବଡ ସଫଳତା । ଚୋରି ହୋଇଥିବା ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ । କଣ୍ଟାବାଞ୍ଜି ତଥା ଆଖପାଖ ଅଞ୍ଚଳର ବ୍ୟବସାୟିକ ଅନୁଷ୍ଠାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହେଇଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ପୋଲିସ ବୁରୋମାଲ ପଞ୍ଚାୟତ ଡଙ୍ଗାମରା ଗାଁର ଗଣେଷ ବନଛୋରଙ୍କ ଘରେ ଚଢାଉ କରିଥିଲା ।
ଉଦ୍ଧାର ଚୋରି ସାମଗ୍ରୀର ମୂଲ୍ୟ ୨୦ ଲକ୍ଷରୁ ଅଧିକ ହେବ । ଚୋରି ସାମଗ୍ରୀ ଉଦ୍ଧାର କରି ଥାନାକୁ ନେବାକୁ ୪ରୁ ଅଧିକ ପିକଅପ୍ ଭ୍ୟାନ ଭଡ଼ା କରିବାକୁ ପଡିଥିଲା । ଚୋରୀ ନେଇ କଣ୍ଟାବାଞ୍ଜି ସହ ଆଖପାଖ ଥାନାରେ ୧୦ରୁ ଅଧିକ ଅଭିଯୋଗ ହୋଇଛି ।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…