Below header

ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା

ଭୁବନେଶ୍ୱର (କେ ନ୍ୟୁଜ୍) : ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

bijuଏହି ଯୋଜନାରେ ୭୦ ଲକ୍ଷ ପରିବାରର ସାଢ଼େ ୩ କୋଟି ହିତାଧିକାରୀ ଉପକୃତ ହେବେ । ହିତାଧିକାରୀ ପରିବାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପତ୍ର ବଣ୍ଟାଯିବ । ଏନେଇ ଜିଲ୍ଲା ଓ ବ୍ଲକ ସ୍ତରରେ କମିଟି ଗଠନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.