ରାଜ୍ୟ

ସ୍କର୍ପିଓ ବାଇକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ଆରୋହୀ ମୃତ

ଦାରିଙ୍ଗବାଡ଼ି (କେନ୍ୟୁଜ୍‌) : ଦାରିଙ୍ଗବାଡ଼ି ବ୍ଲକ କିରୀକୁଟି ପଞ୍ଚାୟତର ଡଙ୍ଗେରି ଛକରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଗତକାଲି ରାତି ପ୍ରାୟ ୮,୩୦ ସମୟରେ ଘଟିଛି ଏହି ଅଭାବନୀୟ ସଡକ ଦୁର୍ଘଟଣା। ସୂଚନା ଅନୁଯାୟୀ ଦୁଇ ଜଣ ଯୁବକ ଏକ ଘୁଷୁରୀ ଧରି ଏକ ବାଇକ ଯୋଗେ କିରୀକୁଟିରୁ ବାହାରି ରାତି ୮ ଟା ସମୟରେ ନିଜ ଗ୍ରାମକୁ ଫେରୁଥିବା ସମୟରେ ଘଟିଗଲା ଅଭାବନୀୟ ସଡକ ଦୁର୍ଘଟଣା। ସ୍କର୍ପିଓ ବାଇକ ମୁହାଁମୁହିଁ ଧକ୍କା ଫଳରେ ଚାଲିଯାଇଛି ଦୁଇ ଜଣ ଯୁବକଙ୍କ ଜୀବନ।

ଦୁଇ ଜଣ ଯୁବକ ଏକ ଘୁଷୁରୀ ଧରି ଏକ ବାଇକ ଯୋଗେ କିରୀକୁଟି ପଂଚାୟତ ପଟାଙ୍ଗି ଗ୍ରାମରୁ ନିଜ ଗ୍ରାମ ପର୍ତ୍ତମହା ଗ୍ରାମ ଆଡକୁ ଯିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ସ୍କର୍ପିଅ ଗାଡି ଧକାଦେଇ ଚାଲିଗଲା। ଘଟଣା ବିଷୟରେ ଅଂଚଳବାସୀ ଜାଣିବା ପରେ ଲୋକେ ଉତ୍ୟକ୍ତ ହୋଇ ରାସ୍ତାଘାଟ ବନ୍ଦ କରିଥିଲେ । ସ୍କର୍ପିଅ ଗାଡିକୁ ପୋଲିସ ଜବତ କରିବା ସହ ଗାଡି ଚାଳକ କୁ ଅଟକ ରଖିଥିବା ଜଣାପଡ଼ିଛି ।

 

Pritiparna

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

17 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

31 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

46 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

56 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago