ଚାନ୍ଦବାଲି (କେନ୍ୟୁଜ୍): ଷଣ୍ଢ ସହ ଧକ୍କା ହେଲା ବାଇକ୍। ଯାହାଫଳରେ ବାଇକ୍ ଆରୋହୀ ଗୁରୁତର ଆହତ। ଚାନ୍ଦବାଲି ଭଦ୍ରକ ମୁଖ୍ୟ ରାସ୍ତା ଦଗଛିଆ ବଜାର ନିକଟରେ ଘଟିଛି ଏହି ଦୁର୍ଘଟଣା ।
ଗୁରୁତର ଆହତ ବ୍ଯକ୍ତିଙ୍କୁ ସ୍ଥାନୀୟ ବାସିନ୍ଦା ଉଦ୍ଧାର କରିବା ସହିତ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଚାନ୍ଦବାଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କର ତାଙ୍କ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ବାଇକ ଆରୋହୀ ଜଣକ ହେଉଛନ୍ତି ସ୍ଥାନୀୟ ଗୋପାଳପୁର ଗାଁର ଧନେଶ୍ୱର ବାରିକ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…