ରାଜ୍ୟ

ଡମଣା ଛକରେ ବାଇକକୁ ଧକ୍କା ଦେଲା ବାଇକ: ୨ ଗୁରୁତର, ଜଣେ ଆହତ

ଭୁବନେଶ୍ୱର (କେନ୍ୟୁଜ): ଗତକାଲି ବିଳମ୍ବିତ ରାତିରେ ଡମଣା ଛକ ନିକଟରେ ଭୟଙ୍କର ଦୁର୍ଘଟଣା ହୋଇଛି। ବାଇକକୁ ଧକ୍କା ଦେଲା ବାଇକ। ଦୁଇ ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ସମୟ ପାଖାପାଖି ୧୧.୩୦ ରୁ ୧୨.୦୦ ମଧ୍ୟରେ ଦୁର୍ଘଟଣା ଘଟିଥିବା ଖବର ମିଳିଛି।

ସୂଚନା ଅନୁସାରେ ବୁଲେଟରେ ଦୁଇ ଜଣ ରଂଗ ରୁଟରେ ଆସୁଥିବା ବେଳେ ସାମନା ପଟୁ ଆସୁଥିବା ଗ୍ଲାମର ବାଇକ ସହ ଧକ୍କା ହୋଇଥିଲା। ଫଳରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା ।

Barsha

Recent Posts

ଇଟାଲୀ ନିକଟ ସମୁଦ୍ର ଉପକୂଳରେ ବଡ଼ ଦୁର୍ଘଟଣା, ଦୁଇ ଜାହାଜ ବୁଡ଼ି ୧୧ ପ୍ରବାସୀଙ୍କ ମୃତ୍ୟୁ, ୬୦ ନିଖୋଜ

ଇଟାଲୀର ଦକ୍ଷିଣ ସମୁଦ୍ର ଉପକୂଳରେ ଦୁଇଟି ଜାହାଜ ବୁଡ଼ିଯାଇଛି । ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ…

57 seconds ago

ବଦଳିଛି ନବୀନ ପଟ୍ଟନାୟକଙ୍କ ଆସନ, ହିଞ୍ଜିଳି ବିଧାୟକ ଭାବେ ନେଲେ ଶପଥ

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାରେ ହିଞ୍ଜିଳି ବିଧାୟକ ଭାବେ ଶପଥ ନେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ।  କାମଚଳା ବାଚସ୍ପତି…

12 mins ago

ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଶପଥପାଠ କରାଇଲେ କାମଚଳା ବାଚସ୍ପତି

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନେ ଶପଥ ନେଉଛନ୍ତି । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ…

17 mins ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା: ଝିଅ ମୃତ, ହସ୍ପିଟାଲ ବେଡ଼ରେ ସଂଗ୍ରାମ କରୁଛି ମା

ସମ୍ବଲପୁର (କେନ୍ୟୁଜ): ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ମା ଝିଅଙ୍କୁ ଆକ୍ରମଣ ଘଟଣା । ଆଖି ବୁଜିଲେ ଝିଅ, ମୃତ୍ୟୁ ସହ…

38 mins ago

ଦିଲ୍ଲୀରେ ପାଣି ସପ୍ଲାଏକୁ ନେଇ ଏନଡିଏମସିର ଆଡଭାଇଜରୀ, ଭିଆଇପି ଅଞ୍ଚଳରେ ଦିନକୁ ଥରେ ଆସିବ ପାଣି

ଭୀଷଣ ଗରମ ସାଙ୍ଗକୁ ପାଣି ପାଇଁ ଦିଲ୍ଲୀବାସୀ ଝଟପଟ । ଦିଲ୍ଲୀର ଅନେକ ସ୍ଥାନରେ ଜଳାଭାବ ଦେଖାଦେଇଛି । ପାଣି…

52 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଧକ୍କାରେ ୬ ଗାଡି ଚୁରମାର୍‌, ଅନେକ ମୃତ

ଚଣ୍ଡୀଗଡ-ମନାଲୀ ରାଜମାର୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହିମାଚଳ ଏବଂ ପଞ୍ଜାବ ସୀମାର କିରତପୁର ପାଖରେ ନିର୍ମାଣ ହୋଇଥିବା ଟୋଲ…

1 hour ago