ବାଇକକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠା ଛକ ନିକଟରେ ଦୁର୍ଘଟଣା ଘଟିଛି। ବାଇକକୁ ଧକ୍କା ଦେଲା ଟ୍ରକ। ଫଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି
ଗଜପତି (କେନ୍ୟୁଜ): ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠା ଛକ ନିକଟରେ ଦୁର୍ଘଟଣା ଘଟିଛି। ବାଇକକୁ ଧକ୍କା ଦେଲା ଟ୍ରକ। ଫଳରେ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟ ହୋଇଛି। ଘଟଣାସ୍ଥଳରେ ପାରଳାଖେମୁଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜସମନ୍ତ ଗମାଙ୍ଗ ବଡଓ୍ବାର୍ଦା ବୋଲି ଜଣାପଡିଛି।