ବାଇକ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି, ଘଟଣାସ୍ଥଳରେ ୨ ମୃତ

ବଲାଙ୍ଗିର-ସୋନପୁର ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଦ୍ରାପାଲି ଛକରେ ବାଇକ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ।

ବଲାଙ୍ଗିର (କେନ୍ୟୁଜ): ବଲାଙ୍ଗିର-ସୋନପୁର ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଦ୍ରାପାଲି ଛକରେ ବାଇକ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି । ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୁଇଁତଲା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.