କେନ୍ଦ୍ରପଡା: ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ

କେନ୍ଦ୍ରପଡା: ଆମ୍ବୁଲାନ୍ସ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ । ଘଟଣା ଘଟିଛି କେନ୍ଦ୍ରପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ଗିରଙ୍ଗ ବାଇପାସ ନିକଟରେ । ମୃତକ ହେଲେ ଗିରଙ୍ଗ ଗାଁର ନରେଶ ବିଶ୍ୱାଳ । ନରେଶଙ୍କୁ ମାର୍ଶାଘାଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମାର୍ଶାଘାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.