ପୋଲିସ୍ କବଜାରେ ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗ: ୧୪ଟି ବୁଲେଟ ସମେତ ୨୩ଟି ଗାଡି ଜବତ

ପୋଲିସ୍ କବଜାରେ ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗ। ୩ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ପୋଲିସ୍ । ସେମାନଙ୍କ ନିକଟରୁ ୧୪ଟି ବୁଲେଟ ସମେତ ୨୩ଟି ବାଇକ ଜବତ ହୋଇଛି। ଗିରଫ ଲୁଟେରା ନୟାଗଡ଼ ଅଞ୍ଚଳର ।

ଭୁବନେଶ୍ୱର (କେନ୍ୟୁଜ): ପୋଲିସ୍ କବଜାରେ ଆନ୍ତଃରାଜ୍ୟ ବାଇକ ଲୁଟେରା ଗ୍ୟାଙ୍ଗ। ୩ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ପୋଲିସ୍ । ସେମାନଙ୍କ ନିକଟରୁ ୧୪ଟି ବୁଲେଟ ସମେତ ୨୩ଟି ବାଇକ ଜବତ ହୋଇଛି। ଗିରଫ ଲୁଟେରା ନୟାଗଡ଼ ଅଞ୍ଚଳର । ସେମାନଙ୍କ ଙ୍କ ଟାର୍ଗେଟରେ ଥିଲା ଦାମୀ ବାଇକ। ଓଡ଼ିଶା ସମେତ ଆନ୍ଧ୍ରର ବିଭିନ୍ନ ଥାନାରେ ସେମାନଙ୍କ ନାଁରେ ମାମଲା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.