Below header

ପୁରୀରେ ବିମ୍‌ସଟେକ ରାଷ୍ଟ୍ର ସମୂହର ବିପର୍ଯ୍ୟୟ ପରିଚାଳନା ବୈଠକ, ଯୋଗ ଦେଲେ ଭାରତ ସହ ବାଂଲାଦେଶ-ଭୁଟାନ-ମିଆଁମାର ପ୍ରତିନିଧି

ପୁରୀ: ପୁରୀରେ ବିମ୍‌ସଟେକ ରାଷ୍ଟ୍ର ସମୂହର ବିପର୍ଯ୍ୟୟ ପରିଚାଳନା ୨୦୧୯-୨୦ ବୈଠକ। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ- ଏନଡିଆରଏଫ ପକ୍ଷରୁ ଆୟୋଜିତ ବୈଠକରେ ଏନଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନ, ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଐତିହ୍ୟ ସହରଗୁ଼ଡିକର କିପରି ମୁକାବିଲା କରାଯାଇପାରିବ ସେନେଇ ଆଲୋଚନା ହୋଇଛି। ଏଥିରେ ଭାରତ ସହ ବାଂଲାଦେଶ, ଭୁଟାନ, ମିଆଁମାର, ନେପାଳ ଓ ଶ୍ରୀଲଙ୍କାର ପ୍ରତିନିଧିମାନେ ଯୋଗ ଦେଇଛନ୍ତି। ୨ଦିନ ଧରି ଏହି ବୈଠକ ଅନୁଷ୍ଠିତ ହେବ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.