ରାଜ୍ୟ

ହୀରାକୁଦରୁ ଆସିଲା ରିପୋର୍ଟ, ଚଳିତବର୍ଷ ଆସିଛନ୍ତି ୯୮ ପ୍ରଜାତିର ପକ୍ଷୀ

ସମ୍ବଲପୁର: ହୀରାକୁଦରୁ ଆସିଲା ପକ୍ଷୀ ରିପୋର୍ଟ । ଚଳିତବର୍ଷ ଶୀତ ଋତୁରେ ହୀରାକୁଦ ଜଳଭଣ୍ଡାରକୁ ଆସିଛନ୍ତି ୯୮ ପ୍ରଜାତିର ପକ୍ଷୀ । ମୋଟ ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ଆସିଥିବା ଜଣାପଡିଛି । ଏଥିରେ ୪୧ ପ୍ରଜାତିର ବିଦେଶୀ ପକ୍ଷୀ ଅଛନ୍ତି । ଗତବର୍ଷ ତୁଳନାରେ ଏଥର ୨୫ ହଜାର ଅଧିକ ପକ୍ଷୀ ଆସିଛନ୍ତି ।

ଏ ନେଇ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଡିଏଫ୍‌ଓ ସୂଚନା ଦେଇଛନ୍ତି । ବିଦେଶୀ ପକ୍ଷୀଙ୍କ ମଧ୍ୟରେ କମନ କୁଟ୍‌, ଳେଜର ହ୍ଵିସିଲିଂ ଡକ୍‌, ଗ୍ରେଟ୍‌ କଧଡ ଗ୍ରୀବସ୍‌, ରେଡ୍‌ ହେଡେଡ୍‌ ପୋଚାର୍ଡ ପ୍ରଜାତିର ପକ୍ଷୀ ଅଧିକ ଅଛନ୍ତି । ଏହି ପକ୍ଷୀମାନେ ସାଇବେରିଆ, ହିମାଳୟ, କାସ୍ପିଆନସାଗର, ମଙ୍ଗୋଲିଆ, ଆଫଗାନିସ୍ତାନ ଓ ଇରାକରୁ ନଭେମ୍ବର ମାସରୁ ଆସିଛନ୍ତି । ମାର୍ଚ୍ଚ ମାସରେ ପୁଣି ଫେରିଯାଆନ୍ତି ।

Sonalisa

Recent Posts

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିନ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

9 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

28 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

32 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

38 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

41 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

1 hour ago