Below header

ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର, କହିଲେ ଦଳ ଯେଉଁ ଦାୟିତ୍ବ ଦେବ ତୁଲାଇବି

ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର। ଆଦିତ୍ୟ ବିର୍ଲା ଗ୍ରୁପର ପୂର୍ବତନ ମାନବ ସମ୍ବଳ ବିଭାଗ ମୁଖ୍ୟ ସଂତୃପ୍ତ ମିଶ୍ର ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳକୁ ସ୍ବାଗତ କରିଛନ୍ତି ।

ଭୁବନେଶ୍ୱର : ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର । ଆଦିତ୍ୟ ବିର୍ଲା ଗ୍ରୁପର ପୂର୍ବତନ ମାନବ ସମ୍ବଳ ବିଭାଗ ମୁଖ୍ୟ ସଂତୃପ୍ତ ମିଶ୍ର ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳକୁ ସ୍ବାଗତ କରିଛନ୍ତି ।

ଏହାପରେ ସଂତୃପ୍ତ ମିଶ୍ର ପ୍ରତିକ୍ରିୟାରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଲି  । ମୁଖ୍ୟମନ୍ତ୍ରୀ ଜଣେ ଲୋକପ୍ରିୟ ଜନନେତା । ରାଜ୍ୟକୁ ଉନ୍ନତି ପଥରେ ଆଗେଇ ନେଉଛନ୍ତି । ଦୀର୍ଘ ୨୫ ବର୍ଷ ଧରି ଅଭୂତପୂର୍ବ ଲୋକପ୍ରିୟତା ପାଇଛନ୍ତି । ଲୋକଙ୍କ ପାଇଁ କିଛି କାମ କରିବାର ଇଚ୍ଛା ରହିଛି । ଦଳ ଯେଉଁ ଦାୟିତ୍ବ ଦେବ ତୁଲାଇବି ବୋଲି ସେ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.