ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଓ ଆଉ ଜଣେ ଅଣଛାତ୍ର ରହିଥିଵା କୁହାଯାଉଛି ।

ଭୁବନେଶ୍ୱର (କେନ୍ୟୁଜ): ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ । ଇଣ୍ଟିଗ୍ରେଟେଡ଼ MBA ଛାତ୍ର ଶାଶ୍ୱତ ପଣ୍ଡାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ବଡଗଡ଼ ପୋଲିସ । ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଓ ଆଉ ଜଣେ ଅଣଛାତ୍ର ରହିଥିଵା କୁହାଯାଉଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.