Below header

ଝାରସୁଗୁଡା ବାଜି: ବିଜେଡି ଘୋଷଣା କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

୧ ନମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦୁଇ ନମ୍ବରରେ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଅଛନ୍ତି । ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ସାରଦା ପ୍ରସାଦ ନାୟକ ଏହି ତାଲିକାରେ ଅଛନ୍ତି ।

କେନ୍ୟୁଜ୍(ବ୍ୟୁରୋ): ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ୧ ନମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦୁଇ ନମ୍ବରରେ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଅଛନ୍ତି । ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ସାରଦା ପ୍ରସାଦ ନାୟକ ଏହି ତାଲିକାରେ ଅଛନ୍ତି ।

ନିରଞ୍ଜନ ପୂଜାରୀ, ଅଶୋକ ପଣ୍ଡା, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ପ୍ରତାପ ଜେନା ଷ୍ଟାର କ୍ୟାମ୍ପେନର । ସ୍ନେହାଙ୍ଗିନୀ ଛୁରିଆ, ଟୁକୁନି ସାହୁ, ରୀତା ସାହୁ, ଅଳକା ମହାନ୍ତି ତାଲିକାରେ ଅଛନ୍ତି । ସେହିଭଳି ଦେବୀ ରଞ୍ଜନ ତ୍ରିପାଠୀ, ଶୌଭିକ ବିଶ୍ୱାଳ, ଶ୍ରୀମୟୀ ମିଶ୍ର, ରୁଦ୍ର ପ୍ରତାପ ମହାରଥୀ, ଅରିନ୍ଦମ ରୟ ଷ୍ଟାର ପ୍ରଚାରକ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.