ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ବଡ଼ଚଣାରୁ ନିର୍ବାଚନ ଲଢିବେ ବର୍ଷା ପ୍ରିୟଦର୍ଶିନୀ

ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ । ସୁପ୍ରିମୋ ନବୀନ ପଟ୍ଟନାୟକ ଷଷ୍ଠ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ବର୍ଷାଙ୍କ ପ୍ରାର୍ଥିତ୍ବ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ।

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭା ଷଷ୍ଠ ପର୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ସୁପ୍ରିମୋ ନବୀନ ପଟ୍ଟନାୟକ ଷଷ୍ଠ ପର୍ଯ୍ୟାୟରେ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ।

ଚିଲିକା- ରଘୁନାଥ ସାହୁ

ବଡ଼ଚଣା-ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା

ଆନନ୍ଦପୁର- ଅଭିମନ୍ୟୁ ସେଠୀ

ସାରସକଣା- ଦେବାଶିଷ ମାରାଣ୍ଡି

କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ

ଚମ୍ପୁଆ- ସନାତନ ମହାକୁଡ଼

ରେମୁଣା- ବିଦ୍ୟାସ୍ମିତା ମହାଳିକ

ସିମୁଳିଆ- ସୁଭାଷିନୀ ସାହୁ

ସୂଚନା ଅନୁସାରେ କିଛିଦିନ ତଳେ ବିଜେଡିରେ ମିଶିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.