Categories: ରାଜ୍ୟ

ଯାଜପୁର : ବିଜେଡି ନେତା ବିଜୟ ମହାନ୍ତିଙ୍କ ଏକାଦଶାହରେ ସ୍ମୃତିସଭା, ଯୋଗ ଦେଲେ ରାଜ୍ୟର ବିଭିନ୍ନ ବସ୍‌ ସଂଘ ସଦସ୍ୟ

ଯାଜପୁର ଟାଉନ (କେ ନ୍ୟୁଜ୍‌) : ଯାଜପୁରର ବରିଷ୍ଠ ବିଜେଡି ନେତା ତଥା ଯାଜପୁର ପୌରପାଳିକାର ପୂର୍ବତନ ଉପାଧ୍ୟକ୍ଷ ବିଜୟ ମହାନ୍ତିଙ୍କ ଏକାଦଶାହ ଅବସରରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗଣେଶ ମଣ୍ଡପରେ ଅନୁଷ୍ଠିତ ସ୍ମୁତିସଭାରେ ସାଂସଦ ଶର୍ମିଷ୍ଠା ସେଠି, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇ, ବିଜେଡି ସଭାନେତ୍ରୀ ସଂଯୁକ୍ତା ମହାନ୍ତି, ଜିଲ୍ଲା ପରିଷଦ ଅଧକ୍ଷ ନରେଶ ମହାନ୍ତି, ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ, ଯାଜପୁର ବ୍ଲକ୍ ଅଧ୍ୟକ୍ଷ ପ୍ରଦୀପ ନାୟକ, ବ୍ୟାସନଗର ପୌର ପରିଷଦର ପୂର୍ବତନ ଅଧ୍ୟକ୍ଷ ରସାନନ୍ଦ ମହାନ୍ତି, ପୂର୍ବତନ ଅଧ୍ୟକ୍ଷା ସବିତା ରାଉତ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର, ରାଜ୍ୟର ବିଭିନ୍ନ ବସ୍ ଷ୍ଟାଣ୍ଡ୍ ସଭାପତି, ସଂପାଦକ ଓ କର୍ମକର୍ତ୍ତା ଯୋଗ ଦେଇ ବିଜୟ ମହାନ୍ତିଙ୍କ ସ୍ମୁତିଚାରଣ କରିଥିଲେ। ଏହି ସ୍ମୃତି ସଭାକୁ ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ ପରିଚାଳନା କରିଥିଲେ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

8 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

27 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

35 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

51 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago