କେନ୍ଦ୍ରାପଡା: ଗତକାଲି ରାତିରେ କାର ଦୁର୍ଘଟଣାରେ ବିଜେଡି ନେତା ଦୀପ୍ତିକାନ୍ତ ପରିଜାଙ୍କ ମୃତ୍ୟୁ। ଖବର ଅନୁଯାୟୀ, ଦୀପ୍ତିକାନ୍ତ ତାଙ୍କ ଘରକୁ ଫେରୁଥିବାବେଳେ କାରଟି ଭାରସାମ୍ଯ ହରାଇ ରାସ୍ତାରୁ ଖସିଯାଇ କେନ୍ଦ୍ରାପଡା ଜିଲ୍ଲାର ଟିକାନପୁର-ବେଉଲା ରାସ୍ତା କଡ଼ରେ ଥିବା ବନ୍ୟା ଜଳକୁ ଖସିପଡିଥିଲା।
ସ୍ଥାନୀୟ ଲୋକ ଉଦ୍ଧାର କରି ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ନିକଟରେ ଦୀପ୍ତିକାନ୍ତଙ୍କୁ ଓଡିଶା-ମୋ ପାରିବାରର ଯୁଗ୍ମ ସଚିବ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…