ବ୍ରହ୍ମପୁର (କେନ୍ୟୁଜ): ବିଜେଡି ନେତାଙ୍କୁ କାର୍ ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଖମ୍ବାରି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ପୂର୍ବତନ ସରପଞ୍ଚ ତଥା ଯୁବ ବିଜେଡି ନେତା ଲଳିତ ମୋହନ ମହାପାତ୍ର।
ଗତକାଲି ମୋହନ ବୁଲେଟରେ ଗାଁକୁ ଯାଉଥିବା ବେଳେ ସେହି ଗାଁର ଯୁବକ କାର ଧକ୍କା ଦେଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ଅଭିଯୋଗ ହୋଇଛି l ଦୁର୍ଘଟଣା ଘଟାଇଥିବା କାର ଚାଳକ ଫେରାର ହୋଇଯାଇଥିବା ବେଳେ ଗୁରୁତର ଅବସ୍ଥାରେ ମୋହନଙ୍କୁ ଦିଗପହଣ୍ଡି ମେଡିକାଲକୁ ଅଣାଯିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ l ପୋଲିସର ତଦନ୍ତ ଜାରି ରଖିଛି। ଘଟଣା କୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…