Below header

କେନ୍ଦ୍ରାପଡ଼ା ବିଜେପି ପ୍ରାର୍ଥୀଙ୍କ ପ୍ରାର୍ଥୀତ୍ୱ ନାକଚ ଦାବି,ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ

କେନ୍ୟୁଜ୍: କେନ୍ଦ୍ରାପଡ଼ା ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ପ୍ରାର୍ଥିତ୍ୱକୁ ନାକଚ କରାଯାଉ । ଏହି ଦାବିରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଥିଲେ ବିଜେଡି ପ୍ରତିନିଧି । ୨୦୧୯ ସତ୍ୟପାଠରୁ ଜଣା ପଡିଛି ସେ ୨୦୧୪ରେ ମିଥ୍ୟା ସତ୍ୟପାଠ ଦେଇଥିଲେ । କେନ୍ଦ୍ରାପଡ଼ାବାସୀଙ୍କୁ ଠକିଥିଲେ । ତେଣୁ ତାଙ୍କ ପ୍ରାର୍ଥତ୍ୱକୁ ଖାରଜ କରିବାକୁ ନିବେଦନ କରାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.