ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି
ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି । ରାଜ୍ୟସଭା ଯିବେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ।

ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି । ରାଜ୍ୟସଭା ଯିବେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ଏନେଇ ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି ।