ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ, ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଧ୍ୟକ୍ଷତା କରିବେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ଆଜି ବସିବ ବିଜେଡି ସଂସଦୀୟ ଦଳ ବୈଠକ। ଅପରାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବ ବୈଠକ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ।

ଲୋକସଭା ସାଂସଦ ଓ ରାଜ୍ୟସଭା ସାଂସଦଙ୍କର ଅଲଗା ବୈଠକ ହୋଇପାରେ। ଆସନ୍ତା ୨୯ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ୧ରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ।

Leave A Reply

Your email address will not be published.