ଭୁବନେଶ୍ବର(କେନ୍ଯୁଜ୍) : ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆଜି ରାଜଭବନ ଆଗରେ ବିକ୍ଷୋଭ କରିଛି ବିଜେଡି । ଆଗାମୀ ଦିନରେ ଏ ପ୍ରସଙ୍ଗ ନେଇ ଗାଁ ଗାଁକୁ ଯାଇ ଲୋକଙ୍କୁ ସଚେତନ କରିବ ଦଳ । ଦର ନ କମିବା ଯାଏ ଆନ୍ଦୋଳନ ଜାରି ରଖିବ ବୋଲି ବିଜେଡି କହିଛି । ପେଟ୍ରୋଲ, ଡିଜେଲର ଅହେତୁକ ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ମାଲକାନଗିରି, ନବରଙ୍ଗପୁରରେ ପେଟ୍ରୋଲ ଲିଟର ପିଛା ଦର ପାଖାପାଖି ୮୬ ଟଙ୍କା ରହିଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…