Categories: ରାଜ୍ୟ

ଆଜିଠୁ ରାଜ୍ୟରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଗରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର(କେନ୍ଯୁଜ୍) : ଆଗକୁ ଆସୁଛି ସାଧାରଣ ନିର୍ବାଚନ । ଏହାପୂର୍ବରୁ ବିଜେଡି ଓ ବିଜେପି ମଧ୍ୟରେ ଏବେ ବେକାରୀ ସମସ୍ୟାକୁ ନେଇ ଚାଲିଛି ଲଢ଼େଇ । ରାଜ୍ୟରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଗରେ ବିଜେଡି ପକ୍ଷରୁ ବିକ୍ଷୋଭ କରାଯାଉଛି। ବ୍ରହ୍ମପୁର ଆସିକା ରୋଡରେ ଥିବା ଏଫସିଆଇ କାର୍ଯ୍ଯାଳୟ ଆଗରେ ବିଜେଡି ଯୁବ ଓ ଛାତ୍ର ସଙ୍ଗଠନ ପକ୍ଷରୁ ଧାରଣା ଦିଆଯାଇଛି। ଗତ ସାଢ଼େ ୪ ବର୍ଷରେ ରାଜ୍ୟର କେତେ ଯୁବକ ଯୁବତୀଙ୍କୁ ନିଯୁକ୍ତି ମିଳିଛି ବୋଲି ପ୍ରଶ୍ନ କରଛି ଦଳ । ଓଡ଼ିିଶାରେ ଥିବା ନାଲକୋ, ଆଇଓସିଏଲ ଭଳି ୨୦ରୁ ଅଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସଂସ୍ଥାରେ ଗତ ସାଢ଼େ ୪ ବର୍ଷ ଭିତରେ କେତେଜଣ ଓଡ଼ିଆଙ୍କୁ ନିଯୁକ୍ତି ମିଳିଛି ବୋଲି ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି ।

ସେପଟେ ଜବାବରେ ବିଜେପି କହିଛି,ଏମ୍ପଲୟମେଣ୍ଟ ଏକ୍ସଚେଞ୍ଜ ଜରିଆରେ କେତେଜଣଙ୍କୁ ନିଯୁକ୍ତି ମିଳିଛି ତାର ହିସାବ ଦିଅନ୍ତୁ ରାଜ୍ୟ ସରକାର । ବିଜେଡିକୁ କାଉଣ୍ଟର କରିବା ପାଇଁ ନିଯୁକ୍ତି ପ୍ରସଙ୍ଗରେ ଆଜି ସବୁ ଏମ୍ପଲୟମେଣ୍ଟ ଏକ୍ସଚେଞ୍ଚ ଅଫିସରେ ତାଲା ପକାଇବ ବିଜେପି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

7 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago