୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି

ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ୨୦୨୪ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜୁ ଜନତା ଦଳ।

ଭୁବନେଶ୍ୱର : ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ୨୦୨୪ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜୁ ଜନତା ଦଳ। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଷ୍ଟାର କ୍ୟାମ୍ପେନର ତାଲିକାର ଶୀର୍ଷରେ ଅଛନ୍ତି।

ତାଙ୍କ ପରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାଗୁ, ସଞ୍ଜୟ ଦାସବର୍ମା, ପଦ୍ନନାଭ ବେହେରାଙ୍କ ସହ ଅନେକ ପ୍ରବୀଣ ଓ ଯୁବ ନେତା ସାମିଲ ରହିଛନ୍ତି । ୪ ପର୍ଯ୍ୟାୟରେ ଓଡିଶାରେ ହେବ ମତଦାନ।

list

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.