ଚାନ୍ଦବାଲି (କେନ୍ୟୁଜ) : ପ୍ରଚାରର ଶେଷ ଦିନରେ ବିଜେଡିର ବିଶାଳ ରୋଡ ଶୋ। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଗୋବିନ୍ଦପୁର ପଂଚାୟତରେ ବିଜେଡିର ବିଶାଳ ରୋଡ ସୋ । ବିଜେଡି ପ୍ରାର୍ଥୀଙ୍କ ପାଇଁ ଅଭିନେତ୍ରୀ ଲିପ୍ସା ମିଶ୍ର ଏବଂ ବିଧାୟକ ବ୍ୟୋମକେଶ ରାୟ ରୋଡ ସୋ କରି ଭୋଟ ମାଗିଛନ୍ତି । ସରପଞ୍ଚ ପ୍ରାର୍ଥୀନି ଭାଗ୍ୟବତୀ ସାହୁ ଘର ଘର ବୁଲି ଲୋକଙ୍କୁ ଭୋଟ ଭିକ୍ଷା କରିବା ସହିତ ଅନେକ ଉନ୍ନତି ମୂଳକ କାଯ୍ୟର୍ପାଇଁ ପ୍ରତିଶୃତି ଦେଇଛନ୍ତି। ପଂଚାୟତରେ ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ୱାଧୀନ ପ୍ରାର୍ଥୀ। ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଭରପୁର ପ୍ରୟାସ ଚଳାଇଛନ୍ତି ସ୍ୱାଧୀନ ପ୍ରାର୍ଥୀ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…