ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗ: JDU ପ୍ରାର୍ଥୀ ହରିବଂଶଙ୍କୁ BJDର ସମର୍ଥନ

ଭୁବନେଶ୍ବର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗ । JDU ପ୍ରାର୍ଥୀଙ୍କୁ BJDର ସମର୍ଥନ । JDU ପ୍ରାର୍ଥୀ ହରିବଂଶଙ୍କୁ ସମର୍ଥନ ଦେବ BJD । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି ।

ଆଜି ସକାଳେ ନବୀନଙ୍କ ସହ ପୁଣି କଥା ହୋଇଥିଲେ ନୀତୀଶ କୁମାର । ଏହାପୂର୍ବରୁ ୧୦ ତାରିଖରେ ନୀତୀଶ ନବୀନଙ୍କ ସମର୍ଥନ ଲୋଡିଥିଲେ । ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ନୀତୀଶ ଫୋନ୍‌ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମର୍ଥନ ଲୋଡିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.