ରାଜ୍ୟ

ଆଜି ଭୁବନେଶ୍ବରରେ ରୋଡ୍ ସୋ କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ବର : ଆଜି ଭୁବନେଶ୍ବରରେ ରୋଡ୍ ସୋ କରିବେ ବିଜେଡି ସୁପ୍ରିମୋ । ଭୁବନେଶ୍ବର ଉତ୍ତରରେ ରୋଡ୍ ସୋ କରିବେ। ପୂର୍ବରୁ ମଧ୍ୟ ଏବଂ ଏକାମ୍ରରେ ରୋଡ୍ ସୋ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ । ରେଣ୍ଟାଲ ଓମଫେଡ ଛକରୁ ଆରମ୍ଭ ହୋଇ ପଟିଆ ପର୍ଯ୍ୟନ୍ତ ରୋଡ୍ ସୋ’ ଯିବ । ସଂପୃକ୍ତ ରାସ୍ତାରେ ଅପରାହ୍ଣ ୫ଟା ୩୦ରୁ ଟ୍ରାଫିକ୍ କଟକଣା ଲାଗୁ ହେବ । ସିଆରପି ଛକଠାରୁ ରେଣ୍ଟାଲ ଓମଫେଡ ଛକ ଯାଏଁ ଗାଡ଼ି ଚଳାଚଳ ବନ୍ଦ ରହିବ । ୬ଟା ୩୦ରୁ ଜୟଦେବ ବିହାର ଛକରୁ ବିଜୁ ପଟ୍ଟନାୟକ କଲେଜ ରୋଡ ବନ୍ଦ ଗାଡ଼ ଚଳାଚଳ ବନ୍ଦ ରହିବ। ଅପରାହ୍ଣ ୫ଟା ୩୦ରୁ ରୋଡ ସୋ’ ଶେଷ ଯାଏଁ ରହିବ କଟକଣା ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

47 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago