ରାଜ୍ୟ

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ଏକ୍ସ ପ୍ରୋଫାଇଲରେ ନାଁ ପରିବର୍ତ୍ତନ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ); ଓଡ଼ିଶାରେ ସରିଲା ନବୀନ ଯୁଗ ।  ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ।  ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଏକ୍ସ ପ୍ରୋଫାଇଲରେ ନାଁ ପରିବର୍ତ୍ତନ କରିଛନ୍ତି ।  ଏବେ କେବଳ ନବୀନ ବିଜେଡିର ସୁପ୍ରିମୋ ବୋଲି ପ୍ରୋଫାଇଲରେ ରଖିଛନ୍ତି  ।

ଅନ୍ୟପଟେ ଆଜି ରାଜ୍ୟରେ ପ୍ରଥମ ବିଜେପି ସରକାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେନ୍ଦୁଝର ବିଧାୟକ ମୋହନ ମାଝୀ ।  ଗତକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବୈଠକରେ ତାଙ୍କୁ ସର୍ବସମ୍ମତି କ୍ରମେ ବିଧାୟକ ଦଳ ନେତା ଭାବେ ଚୟନ କରାଯାଇଛି ।  ବୈଠକରେ ଦଳର ୭୮ ବିଧାୟକଙ୍କ ବୈଠକରେ ଉପସ୍ଥିତ ଥିଲେ । ବରିଷ୍ଠ ନେତା ଓ ସମସ୍ତ ସାଂସଦ ମଧ୍ୟ ଯୋଗ ଦେଇ ଥିଲେ । ବିଧାୟକ ଦଳ ନେତା ଚୟନ ନେଇ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ହୋଇଥିଲା ବୈଠକ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago