୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା। ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ସସ୍ମିତ ପାତ୍ରଙ୍କୁ ପୁଣି ଥରେ ରିପିଟ୍‌ କରିଛି ଦଳ। ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର।