Below header

ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥ ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଛି । ଏହି ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ପୂର୍ବରୁ ପ୍ରମୋଦ ରଥଙ୍କ ବିରୋଧରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଥିଲା ।

ସମ୍ବଲପୁର (କେନ୍ୟୁଜ): ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥ ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଛି । ଏହି ସୂଚନା ଦେଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ପୂର୍ବରୁ ପ୍ରମୋଦ ରଥଙ୍କ ବିରୋଧରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଥିଲା ।

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । ପ୍ରମୋଦ ରଥଙ୍କ ଦଳ ବିରୋଧୀ କାର୍ଯ୍ୟ ସମ୍ପର୍କରେ ପ୍ରମାଣ ମିଳିବା ପରେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.