ଆଜି ପଞ୍ଚାୟତିରାଜ ଦିବସ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ, ଟଲ୍‌ମ୍ୟାନଙ୍କୁ ମନେପକାଉଛି ସାରା ଓଡ଼ିଶା

ଭୁବନେଶ୍ବର(କେନ୍ଯୁଜ୍): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ। ଟଲ୍‌ମ୍ୟାନଙ୍କୁ ମନେପକାଉଛି ସାରା ଓଡ଼ିଶା । ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ।

ଚଳିତବର୍ଷ ନିରାଡମ୍ବର ଭାବେ ବିଜୁ ଜୟନ୍ତୀ ପାଳନ କରାଯାଉଛି । ବାଲ୍ୟ ଜୀବନରୁ ଥିଲେ ସାହସୀ ଓ ଦେଶପ୍ରେମୀ । ବିଜୁ ପଟ୍ଟନାୟକ ହେଉଛନ୍ତି ଓଡ଼ିଶା ସଫଳ ବିକାଶ ଯାତ୍ରାର ମହାନାୟକ । ତାଙ୍କ ଆଦର୍ଶକୁ ଆଧାର କରି ବିଜେଡି ରାଜ୍ୟର ବିକାଶ ଯାତ୍ରା ଜାରି ରଖିଛି । ୫ଟି ଓ ମୋ ସରକାର ଭଳି ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.