ରାଜ୍ୟ

ଧାମନଗର ବିଧାନସଭା ଉପନିର୍ବାଚନରେ ୨୦ରୁ ୨୫ ହଜାର ଭୋଟ ବ୍ୟବଧାନରେ ଜିତିବ ବିଜେଡି: ପ୍ରମିଳା ମଲ୍ଲିକ

ଭଦ୍ରକ(କେନ୍ୟୁଜ୍): ଧାମନଗର ବିଧାନସଭା ଉପନିର୍ବାଚନରେ ୨୦ରୁ ୨୫ ହଜାର ଭୋଟ ବ୍ୟବଧାନରେ ଜିତିବ ବିଜେଡି। ଦଳର ବିଜୟ ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ମହିଳା, ଯୁବକ, ଛାତ୍ରଙ୍କ ଭୋଟ ବିଜେଡି ଖାତାକୁ ଆସିଛି। ସବୁ ମହିଳା ଭୋଟ ବିଜେଡି ସପକ୍ଷରେ ଆସିଛି।

ଲୋକେ ଯେମିତି ପ୍ରତିଶ୍ରୁତି ଦେଇଥିଲେ, ସେହି ହିସାବରେ ଭୋଟ ଆସିଛି ବୋଲି କହିଛନ୍ତି ପ୍ରମିଳା। ଉପନିର୍ବାଚନରେ ୨୦ରୁ ୨୫ ହଜାର ଭୋଟ ବ୍ୟବଧାନରେ ବିଜେଡି ଜିତିବ ବୋଲି ସେ କହିଛନ୍ତି। ସେହିପରି ଉପନିର୍ବାଚନରେ ବିଜୟ ନେଇ ଆଶାବାଦୀ ଅଛନ୍ତି ବିଜେପି ଓ କଂଗ୍ରେସ।

Sonalisa

Recent Posts

ବରଗଡ଼ରେ ଅଘଟଣ: ଶୋଇଥିବାବେଳେ ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ

ବରଗଡ଼ (କେନ୍ୟୁଜ): ପୁଣି ହାତୀ ଉପଦ୍ରବ  । ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲେ ୩ଟିକିଆ ହାତୀପଲ ।  ରାତିରେ…

7 mins ago

ହୁ ହୁ ହୋଇ ବଢୁଛି ପରିବା ଦର : ଆଳୁ କିଲୋ ୩୫ , ପିଆଜ କିଲୋ ୪୫ରୁ ୫୦

ଭୁବନେଶ୍ୱର (କେନ୍ୟୁଜ): ମହଙ୍ଗା ମାଡ଼ରେ ଖାଉଟି ବେହାଲ ।  ହୁ ହୁ ହୋଇ ବଢୁଛି ଆଳୁ- ପିଆଜ ସାଙ୍ଗକୁ ପରିବା…

20 mins ago

ଜୁନ ଅଧା ସରିଲାଣି ମୌସୁମୀର ଦେଖା ମିଳୁନି, ଗରମ ଓ ଗୁଳୁଗୁଳିରେ ସିଝୁଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର (କେନ୍ୟୁଜ): ପ୍ରାକ୍ ମୌସୁମୀ ବର୍ଷା ବଦଳରେ ବହୁଛି ଝାଞ୍ଜି ପବନ ।  ଜୁନ ମାସ ଅଧା ସରିଲାଣି, ତଥାପି…

45 mins ago

ଚାଷୀଙ୍କ ପାଇଁ ଖୁସି ଖବର: ଆଜି ମିଳିବ ପିଏମ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ପିଏମ କିଷାନ ସମ୍ମାନ ନିଧି ଯୋଜନାରେ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ…

50 mins ago

ଆଜି ପୁଣି କମିଲା ପେଟ୍ରୋଲ ଦର, ବାଇକ ଆରୋହୀଙ୍କୁ ଆଶ୍ବସ୍ତି

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

59 mins ago

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ଆଜି ସୁନା କିଣିବାକୁ…

1 hour ago