ଓଡ଼ିଶାର ୧୦ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ଜାଣନ୍ତୁ କେଉଁଠୁ ଲଢୁଛି କିଏ ?

କଳ୍ପନା ଜଳ୍ପନାର ହେଲା ଅନ୍ତ । ଶେଷରେ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ପ୍ରଥମ ପର୍ଯ୍ୟାୟରେ ଦଳ ପକ୍ଷରୁ ମୋଟ ୧୮୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ଓଡିଶାର ୧୦ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

କେନ୍ଦ୍ରାପଡା : ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର : ଅପରାଜିତା ଷଡଙ୍ଗୀ

ସୁନ୍ଦରଗଡ : ଜୁଏଲ  ଓରାମ

ବାଲେଶ୍ୱର : ପ୍ରତାପ ଷଡଙ୍ଗୀ

କେନ୍ଦୁଝର : ଅନନ୍ତ ନାୟକ

ଢେଙ୍କାନାଳ : ରୁଦ୍ର ନାରାୟଣ ପାଣି

ବଲାଙ୍ଗୀର : ସଙ୍ଗୀତା କୁମାରୀ ସିଂହଦେଓ

ନବରଙ୍ଗପୁର : ବଳଭଦ୍ର ମାଝୀ

ବ୍ରହ୍ମପୁର : ଭୁଗୃ ବକ୍ସିପାତ୍ର

ଆସ୍କା : ଅନୀତା ପ୍ରିୟଦର୍ଶିନୀ

 

KNews Bureau

Recent Posts

କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ ।   ଅଳ୍ପକେ ବର୍ତ୍ତିଲେ ୪୦…

25 mins ago

କିସରେ ହେବ ସର୍ବବୃହତ ସାଇକେଲ ଭିଲୋ ଡ୍ରମ୍, ଖୁବ୍ ଶୀଘ୍ର ହେବ ଏହାର ଉଦଘାଟନ

ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…

1 hour ago

ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ : ତାରାପ୍ରସାଦ ବାହିନୀପତି

କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…

1 hour ago

ମନ୍ଦିର ପରିସରରୁ ମୟୁର, ଶାରୀ, ଶୁଆ ଉଦ୍ଧାର କଲେ ବନବିଭାଗ

ଭୁବନେଶ୍ୱର(କେନ୍ୟୁଜ୍‌): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…

2 hours ago

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍‌ର ତାଣ୍ଡବ, ମକ୍କାରେ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା

ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍‌ ୱେଭ୍‌…

2 hours ago

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

3 hours ago