ରାଜ୍ୟ

ବାଚସ୍ପତିଙ୍କ ପୋଡିୟମ ଉପରକୁ ଚପଲ ଫିଙ୍ଗିଲେ ବିଜେପି ବିଧାୟକ, ବିନା ଆଲୋଚନାରେ ବିଲ ପାସ ହୋଇଥିବା ଅଭିଯୋଗ

ଭୁବନେଶ୍ବର: ବାଚସ୍ପତିଙ୍କ ପୋଡିୟମ ଉପରକୁ ଚପଲ ଫିଙ୍ଗିଲେ ବିଧାୟକ । ବିଜେପି ବିଧାୟକ ଫିଙ୍ଗିଲେ ଚପଲ । ବିନା ଆଲୋଚନାରେ ବିଲ ପାସ ହୋଇଥିବା ଅଭିଯୋଗ କରି ଚପଲ ଫିଙ୍ଗିଥିବା ଜଣାପଡିଛି ।

ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ ୨୦୨୧ । ଓଡ଼ିଶା ଲୋକୟୁକ୍ତରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ସମେତ ସମଗ୍ର ଦେଶରେ ପୁନଃ ନିଯୁକ୍ତି ନ ପାଇବା ପାଇ ବ୍ୟବସ୍ଥା ଥିଲା । ସଂଶୋଧନ ଅନୁସାରେ ଓଡ଼ିଶାରେ ପୁନଃ ନିଯୁକ୍ତି ମିଳିବ ନାହିଁ । ବାକି ଅନ୍ୟ ରାଜ୍ୟରେ ନିଯୁକ୍ତି ପାଇ ପାରିବେ । ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ୪ଟା ପର୍ଯ୍ୟନ୍ତ୍‌ ମୁଲତବୀ ଘୋଷଣା

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

2 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

4 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

44 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

59 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago