Below header

ପରୀ ହତ୍ୟା ଘଟଣାରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି, ସିବିଆଇ ତଦନ୍ତ ସହ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଦଳ

ଭୁବନେଶ୍ବର: ପରୀ ହତ୍ୟା ଘଟଣାରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ । ରାଜ୍ୟପାଳଙ୍କୁ ଭେଟି ଦାବି ପତ୍ର ଦେଇଛି ବିଜେପି । ସିବିଆଇ ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି ଦଳ ।

‘ପରୀ’ ପରିବାରକୁ ସୁରକ୍ଷା,CBI ତଦନ୍ତ ଦାବି କଲା ଦଳ । ଗତକାଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡ଼ ଯଦୁପୁର ଯାଇ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲା । ପୂରା ଘଟଣା ସମ୍ପର୍କରେ ପଚାରି ବୁଝିଥିଲା ଟିମ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.