ଭୁବନେଶ୍ବର(କେନ୍ୟୁଜ୍): ବିଜେପି ବିଧାୟକ ମୋହନ ମାଝୀଙ୍କ ବଡ଼ ପ୍ରତିକ୍ରିୟା । ମହମ୍ମଦ ମୋକିମଙ୍କ ସହ କଂଗ୍ରେସର ଆଉ ଜଣେ ବିଧାୟକ ବି ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନ କରିଛନ୍ତି ।
ତେବେ କିଏ ସେହି ବିଧାୟକ ଆସନ୍ତାକାଲି ପର୍ଦ୍ଦଫାସ୍ ହେବ ବୋଲି କହିଛନ୍ତି ମୋହନ ମାଝୀ । ମୋକିମ ପରେ ଆଉ ୮ ଜଣ ବିଧାୟକ କଂଗ୍ରେସରେ ଅଛନ୍ତି । ଏହି ୮ ଜଣଙ୍କ ମଧ୍ୟରୁ କେଉଁ ବିଧାୟକ ଦ୍ରୌପଦୀଙ୍କୁ ଭୋଟ୍ ଦେଇଛନ୍ତି ତାହା ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ବିଜେପିର ଏ ଦାବିକୁ ଅସ୍ୱୀକାର କରିଛି କଂଗ୍ରେସ୍ ।
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…