Below header

ପଦ୍ମପୁର ପାଇଁ ବିଜେପି ପ୍ରାର୍ଥୀ ଘୋଷଣା: ପ୍ରଦୀପ ପୁରୋହିତଙ୍କ ନାଁରେ ମୋହର ମାରିଛି ଦଳ

ପଦ୍ମପୁର (କେନ୍ୟୁଜ୍): ପଦ୍ମପୁର ପାଇଁ ବିଜେପି ପ୍ରାର୍ଥୀ ଘୋଷଣା। ପ୍ରଦୀପ ପୁରୋହିତଙ୍କ ନାଁରେ ମୋହର ମାରିଛି ଦଳ । ଆଜି ବିଧିବଦ୍ଧ ଭାବେ ଦଳ ପକ୍ଷରୁ ପ୍ରଦୀପ ପୁରୋହିତଙ୍କ ନାଁ ଘୋଷଣା କରାଯାଇଛି। ପଦ୍ମପୁର ବିଧାନସଭା ଉପନିର୍ବାଚନ ଲଢ଼ିବେ ପ୍ରଦୀପ ପୁରୋହିତ। ୧୪ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ।

ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ ହେବେ ବୋଲି ଗତକାଲି ବିଜେପି ବିଧାୟିକା କୁସୁମ ଟେଟେ ସୂଚନା ଦେଇଥିଲେ। ୨୦୧୪ ଓ ୨୦୧୯ରେ ବିଜେପି ପ୍ରାର୍ଥୀ ହୋଇଥିଲେ ପ୍ରଦୀପ ପୁରୋହିତ। ୨୦୧୪ରେ ବିଧାୟକ ହୋଇଥିଲେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.