ରାଜ୍ୟ

ଝାରସୁଗୁଡା ଉପନିର୍ବାଚନ : ଟଙ୍କଧରଙ୍କ ନାମରେ ମୋହର ମାରିଲା ବିଜେପିର କେନ୍ଦ୍ରୀୟ ନିର୍ବାଚନ ସମିତି

ଝାରସୁଗୁଡ଼ା (କେନ୍ୟୁଜ): ଆଜି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ଗତକାଲି ବିଜେପି ମଧ୍ୟ ତା ପ୍ରାର୍ଥୀର ନାମ ଘୋଷଣା କରିଛି। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀ ଙ୍କୁ ରାଜ୍ୟ ବିଜେପି ବିଧାୟକ ପ୍ରାର୍ଥୀ ଭାବେ ଚୟନ ଗତକାଲି ବିଧିବଦ୍ଧ ଭାବେ ଘୋଷଣା କରିଛି। ଅନେକ ଦିନ ଧରି ଅନେକ କଳ୍ପନାଜଳ୍ପନା ପରେ ଶେଷରେ ବାଜିମାତ କରିଛନ୍ତି ଟଙ୍କଧର।

ପୂର୍ବରୁ ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡ଼ି ପକ୍ଷରୁ ଦୀପାଳୀ ଦାସଙ୍କୁ ବିଧାୟକ ପ୍ରାର୍ଥୀ ରୂପେ ଘୋଷଣା କରା ଯାଇଥିବା ବେଳେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ଓ ଟଙ୍କଧର ତ୍ରିପାଠୀ ବିଜେପି ପକ୍ଷରୁ ଲଢେ଼ଇ କରିବେ ।ତେବେ ପୂର୍ବରୁ ସେ ବିଜେପି ଯୁବ ମୋର୍ଚାର ସଭାପତି ଓ ସାଧାରଣ ସମ୍ପାଦକ ଦାୟିତ୍ବ ତୁଲାଇ ଥିଲେ। ଅନ୍ୟପକ୍ଷରେ ଟଙ୍କଧର ତ୍ରିପାଠୀ ରାଜ୍ୟ ସମ୍ପାଦକ ଭାବେ ରହିଛନ୍ତି। ଏହି ଉପନିର୍ବାଚନ ତାଙ୍କ ପାଇଁ ପ୍ରଥମ ଗତ ପଞ୍ଚାୟତ ନିର୍ବାଚନରେ ବିଜେପି ତାଙ୍କ ନେତୃତ୍ୱରେ ଝାରସୁଗୁଡ଼ାରେ ଲଢ଼ିଥିଲା। ତେବେ ଆସନ୍ତା ଉପନିର୍ବାଚନରେ ବିଜେପିକୁ କେତେ ସୁହାଇବେ ଟଙ୍କଧର ତାହା ନିର୍ବାଚନୀ ଫଳାଫଳ ହିଁ କହିବ।

 

 

 

 

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago