Below header

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା, ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଦେବେ ଯୋଗ

ଆସନ୍ତାକାଲି ଭବାନୀପାଟଣାରେ ମହାଜନସମ୍ପର୍କ ଅଭିଯାନରେ ସାମିଲ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ରରେ ମୋଦି ସରକାରର ୯ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ୫୧ଟି ମହା ଜନସଂପର୍କ ଅଭିଯାନ ଅନୁଷ୍ଠିତ ହେଉଥିବା ବେଳେ ଓଡ଼ିଶାରେ ୪ଟି ସଭା ଅନୁଷ୍ଠିତ ହେବ ।

(କେନ୍ୟୁଜ): ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା । ଅପରାହ୍‌ଣରେ ଝାରସୁଗୁଡ଼ାରେ ପହଞ୍ଚିବେ ନଡ୍ଡା । ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗ ଦେବେ । ଝାରସୁଗୁଡ଼ାରେ ହେବ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ।

ଆସନ୍ତାକାଲି ଭବାନୀପାଟଣାରେ ମହାଜନସମ୍ପର୍କ ଅଭିଯାନରେ ସାମିଲ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କେନ୍ଦ୍ରରେ ମୋଦି ସରକାରର ୯ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ୫୧ଟି ମହା ଜନସଂପର୍କ ଅଭିଯାନ ଅନୁଷ୍ଠିତ ହେଉଥିବା ବେଳେ ଓଡ଼ିଶାରେ ୪ଟି ସଭା ଅନୁଷ୍ଠିତ ହେବ । ମୋଦି ସରକାରଙ୍କ ସଫଳତାକୁ ନେଇ ମହା ଜନସଂପର୍କ ଅଭିଯାନରେ ରାଜ୍ୟର କୋଟିଏ ଲୋକଙ୍କୁ ଛୁଇଁବାକୁ ଯୋଜନା କରିଛି ବିଜେପି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.