ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଲୋକସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ୧୦ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି ।

ଭୁବନେଶ୍ୱର(କେନ୍ୟୁଜ୍‌) : ଲୋକସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ୧୦ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳୀ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ମୋଟ ୭୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ତାଲିକାରେ ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା ହୋଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.